Genesis 26:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ଦେଶରେ ପ୍ରବାସ କର। ତହିଁରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ ଓ ଆଶୀର୍ବାଦ କରିବା। ପୁଣି ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦେବା। ତୁମ୍ଭ ପିତା ଅବ୍ରହାମଙ୍କ ନିକଟରେ କରିଥିବା ଶପଥ ଆମ୍ଭେ ସଫଳ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।