Genesis 26:30 — Compare Translations
5 translations compared side by side
Odia - 1840
"ତେଣୁ ଇସ୍ହାକ ତାଙ୍କୁ ଏକ ଭୋଜି ଦେଲେ। ସମାନେେ ସମସ୍ତେ ଖାଇଲେ ଓ ପିଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ହାକ ତାଙ୍କୁ ଏକ ଭୋଜି ଦେଲେ। ସେମାନେ ସମସ୍ତେ ଖାଇଲେ ଓ ପିଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।