Genesis 26:31 — Compare Translations
5 translations compared side by side
Odia - 1840
"ପରଦିନ ପ୍ରତ୍ଯୁଷରୁ ପ୍ରେତ୍ୟକକ ଲୋକ ଶପଥ ଓ ପ୍ରତିଜ୍ଞା କଲେ। ଏହାପରେ ସମାନେେ ଶାନ୍ତି ରେ ଫରେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ । ପୁଣି ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରଦିନ ପ୍ରତ୍ୟୁଷରୁ ପ୍ରତ୍ୟେକ ଲୋକ ଶପଥ ଓ ପ୍ରତିଜ୍ଞା କଲେ। ଏହା ପରେ ସେମାନେ ଶାନ୍ତିରେ ଫେରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।