Genesis 26:32 — Compare Translations
5 translations compared side by side
Odia - 1840
"ସହେିଦିନ ଇସ୍ହାକର ଦାସମାନେ ଆସି କହିଲେ ଯେ ସମାନେେ ଏକ କୂପ ଖନନ କରିଛନ୍ତି। ଦାସମାନେ କହିଲେ, ଆମ୍ଭେ ସେ କୂଅରୁ ପାଣି ବାହାର କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ଵାଦ ଦେଇ ତାଙ୍କୁ କହିଲେ, ଜଳ ପାଇଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି କହିଲେ ଯେ ସେମାନେ ଏକ କୂପ ଖନନ କରିଛନ୍ତି। ଦାସମାନେ କହିଲେ, “ଆମ୍ଭେ ସେ କୂଅରୁ ପାଣି ବାହାର କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”