Genesis 26:34 — Compare Translations

5 translations compared side by side

Odia - 1840
"ଏହାପରେ ଏଷୌ ଚାଳିଷ ବର୍ଷ ବଯସ ରେ ହିତ୍ତୀଯ ବରେିର ୟିହୁଦୀତ୍ ନାମ୍ନୀ କନ୍ଯାକୁ ଓ ହିତ୍ତୀଯ ଏଲୋନର ବାସମତ୍ ନାମ୍ନୀ କନ୍ଯାକୁ ବିବାହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌର ସ୍ତ୍ରୀମାନେ ଏହା ପରେ ଏଷୌ ଗ୍ଭଳିଶ୍ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।