Genesis 26:4 — Compare Translations
5 translations compared side by side
Odia - 1840
"ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧିକରି ସମାନଙ୍କେୁ ଏହିସବୁ ଦେଶ ଦବୋ ଓ ତୁମ୍ଭ ବଂଶଧର, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରପ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ଵାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭ ବଂଶଦ୍ୱାରା, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।