Genesis 26:5 — Compare Translations
5 translations compared side by side
Odia - 1840
"ମୁଁ ଏହା କରିବି, କାରଣ ତୁମ୍ଭର ପିତା ଅବ୍ରହାମ ମାରେ କଥା ମାନିଥିଲେ ଓ ମୁଁ ଯାହା କହିଥିଲି ତାହା କରିଥିଲେ। ଅବ୍ରହାମ ମାରେ ଆଦେଶ, ନିଯମ ଓ ବିଧିସବୁ ମାନିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହା କରିବା, କାରଣ ତୁମ୍ଭର ପିତା ଅବ୍ରହାମ ଆମ୍ଭର କଥା ମାନିଥିଲେ ଓ ଆମ୍ଭେ ଯାହା କହିଥିଲୁ ତାହା କରିଥିଲେ। ଅବ୍ରହାମ ଆମ୍ଭର ଆଦେଶ, ନିୟମ ଓ ବିଧିସବୁ ମାନିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”