Genesis 26:7 — Compare Translations
5 translations compared side by side
Odia - 1840
"ତହିଁରେ ସହେି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷଯ ରେ ପଚାରନ୍ତେ ସେ କହିଲେ, ସେ ମାରେ ଭଉଣୀ ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସଠାେକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, ସେ ମୋହର ଭଗିନୀ; ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷୟରେ ପଗ୍ଭରନ୍ତେ ସେ କହିଲେ, “ସେ ମୋର ଭଉଣୀ” ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସେଠାକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
Odia IRV 2017 (ଓଡିଆ ବାଇବେଲ)