Genesis 26:8 — Compare Translations
5 translations compared side by side
Odia - 1840
"ଇସ୍ହାକ ସଠାେରେ ବହୁଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମଲକେ ଝରକା ଦଇେ ଇସ୍ହାକ ଓ ତା'ର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ହାକ ସେଠାରେ ବହୁ ଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ଦେଇ ଇସ୍ହାକ ଓ ତାଙ୍କର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।