Genesis 26:9 — Compare Translations
5 translations compared side by side
Odia - 1840
"ଅବିମଲକେ ଇସ୍ହାକକୁ ଡ଼ାକି କହିଲେ, ସହେି ସ୍ତ୍ରୀଲୋକ ଜଣଙ୍କ ତୁମ୍ଭର ସ୍ତ୍ରୀ। ସେ ତୁମ୍ଭର ଭଉଣୀ ବୋଲି ତୁମ୍ଭେ କାହିଁକି କହିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ? ସେତେବେଳେ ଇସ୍ହାକ ଉତ୍ତର କଲେ, ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅବିମେଲକ ଇସ୍ହାକଙ୍କୁ ଡାକି କହିଲେ, “ସେହି ସ୍ତ୍ରୀଲୋକ ଜଣକ ତୁମ୍ଭର ସ୍ତ୍ରୀ। ସେ ତୁମ୍ଭର ଭଉଣୀ ବୋଲି ତୁମ୍ଭେ କାହିଁକି କହିଲ?” ଇସ୍ହାକ ତାଙ୍କୁ କହିଲେ, “ମୁଁ ଭୟ କରିଗଲି। ମୁଁ ଭାବିଲି, ତୁମ୍ଭେ ମୋତେ ହତ୍ୟାକରି ମୋର ସ୍ତ୍ରୀକୁ ନେଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”