Genesis 27:10 — Compare Translations

5 translations compared side by side

Odia - 1840
"ଏହାପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନଇେ ୟିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନେଇ ଯିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”