Genesis 27:12 — Compare Translations

5 translations compared side by side

Odia - 1840
"ଯଦି ମାରେ ପିତା ମାେତେ ସ୍ପର୍ଶ କରନ୍ତି। ସେ ଜାଣିପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମାେତେ ଆଶୀର୍ବାଦ କରିବା ପରିବର୍ତେ ଅଭିଶାପ ଦବେେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯେବେ ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୋର ପିତା ମୋତେ ସ୍ପର୍ଶ କରନ୍ତି। ସେ ଜାଣି ପାରିବେ ଯେ ମୁଁ ଏଷୌ ନୁହେଁ। ତା’ପରେ ସେ ମୋତେ ଆଶୀର୍ବାଦ କରିବା ପରିବର୍ତ୍ତେ ଅଭିଶାପ ଦେବେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”