Genesis 27:14 — Compare Translations

5 translations compared side by side

Odia - 1840
"ତେଣୁ ଯାକୁବ ୟାଇ ଦୁଇଟି ଛଳେି ଆଣି ତା'ର ମା'କୁ ଦଲୋ। ଏହାପରେ ତାଙ୍କର ମା' ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାର ରୁଚି ଅନୁସାରେ ସୁସ୍ଵାଦୁ ଖାଦ୍ୟ ରନ୍ଧନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ଯାଇ ଦୁଇଟି ଛେଳି ଆଣି ତାଙ୍କର ମାଙ୍କୁ ଦେଲେ। ଏହା ପରେ ତାଙ୍କର ମା’ ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।