Genesis 27:15 — Compare Translations
5 translations compared side by side
Odia - 1840
"ରିବିକା ତା'ର ବଡ଼ପୁଅର ପୋଷାକ, ଯାହା ଘ ରେ ତାଙ୍କ ନିକଟରେ ଥିଲା, ନଇେ ଆଣି ତା'ର ସାନ ପୁଅ ଯାକୁବକୁ ସହେି ବସ୍ତ୍ର ପିନ୍ଧାଇ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିବିକା ତାଙ୍କର ବଡ଼ପୁଅର ପୋଷାକ, ଯାହା ଘରେ ତାଙ୍କ ନିକଟରେ ଥିଲା, ନେଇ ଆଣି ତା’ର ସାନ ପୁଅ ଯାକୁବକୁ ସେହି ବସ୍ତ୍ର ପିନ୍ଧାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।