Genesis 27:16 — Compare Translations

5 translations compared side by side

Odia - 1840
"ରିବିକା ଛଳେି ଚମଡ଼ା ଆଣି ଯାକୁବର ହାତ ରେ ଏବଂ ତାଙ୍କ ଗଳାଦେଶ ରେ ଗୁଡ଼ାଇ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିବିକା ଛେଳି ଚମଡ଼ା ଆଣି ଯାକୁବର ହାତରେ ଏବଂ ତାଙ୍କ ଗଳାଦେଶରେ ଗୁଡ଼ାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।