Genesis 27:18 — Compare Translations
5 translations compared side by side
Odia - 1840
"ଯାକୁବ ତାଙ୍କର ପିତାଙ୍କ ନିକଟକୁ ୟାଇ କହିଲା, ପିତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, ପିତଃ; ସେ ଉତ୍ତର କଲେ, ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ତାଙ୍କର ପିତାଙ୍କ ନିକଟକୁ ଯାଇ କହିଲେ, “ପିତା”। ତାଙ୍କର ପିତା କହିଲେ, “ହଁ ପୁତ୍ର, ତୁମ୍ଭେ କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”