Genesis 27:20 — Compare Translations
5 translations compared side by side
Odia - 1840
"କିନ୍ତୁ ଇସ୍ହାକ ତାଙ୍କ ପୁତ୍ରଙ୍କୁ କହିଲେ, ତୁମ୍ଭେ ଏତେ ଶିଘ୍ର ଶିକାରରୁ କିପରି ଫରେିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ? ସେ କହିଲା, ଆପଣଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତାହା ଭେଟାଇ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ହାକ ତାଙ୍କ ପୁତ୍ରଙ୍କୁ କହିଲେ, “ତୁମ୍ଭେ ଏତେ ଶୀଘ୍ର ଶିକାରରୁ କିପରି ଫେରିଲ?” ଯାକୁବ ଉତ୍ତର ଦେଲେ, “କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ମୋତେ ତାହା ଶୀଘ୍ର ଭେଟାଇ ଦେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”