Genesis 27:22 — Compare Translations

5 translations compared side by side

Odia - 1840
"ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲା। ଇସ୍ହାକ ସ୍ପର୍ଶ କରି କହିଲା, ତୁମ୍ଭର ସ୍ବର ଯାକୁବର ସ୍ବର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, ଏହି ସ୍ଵର ଯାକୁବର ସ୍ଵର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ। ଇ‌ସ୍‌ହାକ ସ୍ପର୍ଶ କରି କହିଲେ, “ତୁମ୍ଭର ସ୍ୱର ଯାକୁବର ସ୍ୱର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତ ପରି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”