Genesis 27:23 — Compare Translations
5 translations compared side by side
Odia - 1840
"ଇସ୍ହାକ ତାଙ୍କୁ ଚିହ୍ନିପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ହାକ ତାଙ୍କୁ ଚିହ୍ନି ପାରିଲେ ନାହିଁ, କାରଣ ତା’ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।