Genesis 27:25 — Compare Translations
5 translations compared side by side
Odia - 1840
"ଏହାପରେ ଇସ୍ହାକ କହିଲେ, ସହେି ଖାଦ୍ୟ ମାେ ପାଇଁ ଆଣ। ମୁଁ ତାହାକୁ ଖାଇ ତୁମ୍ଭକୁ ଆଶୀର୍ବାଦ ଦବେି। ତେଣୁ ଯାକୁବ ତାଙ୍କୁ ଖାଦ୍ୟ ଦେଲେ ଏବଂ ସେ ତାକୁ ଖାଇଲେ। ଏବଂ ଯାକୁବ ତାଙ୍କୁ ଦ୍ରାକ୍ଷାରସ ଦେଲେ। ସେ ତାକୁ ପିଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ହାକ କହିଲେ, ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୋହର ପ୍ରାଣ ତୁମ୍ଭକୁ ଆଶୀର୍ବାଦ କରିବ। ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କ ପାଇଁ ଆଶୀର୍ବାଦ ଏହା ପରେ ଇସ୍ହାକ କହିଲେ, “ସେହି ଖାଦ୍ୟ ମୋ’ ପାଇଁ ଆଣ। ମୁଁ ତାହାକୁ ଖାଇ ତୁମ୍ଭକୁ ଆଶୀର୍ବାଦ ଦେବି।” ତେଣୁ ଯାକୁବ ତାଙ୍କୁ ଖାଦ୍ୟ ଦେଲେ ଏବଂ ସେ ତାକୁ ଖାଇଲେ। ଏବଂ ଯାକୁବ ତାଙ୍କୁ ଦ୍ରାକ୍ଷାରସ ଦେଲେ, ସେ ତାହା ପିଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ହାକ କହିଲେ, “ତାହା ମୋ’ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବ।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।