Genesis 27:28 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭକୁ ୟଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ଯଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;