Genesis 27:3 — Compare Translations
5 translations compared side by side
Odia - 1840
"ତେଣୁ ତମ୍ଭେ ତୁମ୍ଭର ଧନୁ ଏବଂ ଶର ନଇେ ଶିକାର କରିବାକୁ ୟାଅ। ମାେ ଖାଦ୍ୟ ପାଇଁ ଏକ ମୃଗ ଶିକାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ତୁମ୍ଭର ଧନୁ ଏବଂ ଶର ନେଇ ଶିକାର କରିବାକୁ ଯାଅ। ମୋ’ ଖାଦ୍ୟ ପାଇଁ ଏକ ମୃଗ ଶିକାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।
Odia IRV 2017 (ଓଡିଆ ବାଇବେଲ)
ଏବେ ବିନୟ କରୁଅଛି, “ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋ’ ନିମନ୍ତେ ମୃଗ ଆଣ।