Genesis 27:30 — Compare Translations

5 translations compared side by side

Odia - 1840
"ଇସ୍ହାକ ଯାକୁବକୁ ଆଶୀର୍ବାଦ ଦଇେ ସାରିଲେ। ଏହାପରେ ସେ ସହେି ସ୍ଥାନ ପରିତ୍ଯାଗ କଲେ। ଏହି ସମୟରେ ଏଷେ ଶିକାରରୁ ଫରେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଇସ୍‍ହାକ ଯାକୁବକୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷୌ ମୃଗୟାରୁ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌ ତାଙ୍କ ପିତାଙ୍କର “ଆଶୀର୍ବାଦ” ଗ୍ଭହେଁ ଇ‌ସ୍‌ହାକ ଯାକୁବକୁ ଆଶୀର୍ବାଦ ଦେଇ ସାରିଲେ। ଏହା ପରେ ସେ ସେହି ସ୍ଥାନ ପରିତ୍ୟାଗ କଲେ। ଏହି ସମୟରେ ଏଷୌ ଶିକାରରୁ ଫେରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଇସ୍‍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।