Genesis 27:32 — Compare Translations

5 translations compared side by side

Odia - 1840
"କିନ୍ତୁ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାହାର ପିତା ଇସ୍‍ହାକ କହିଲେ, ତୁମ୍ଭେ କିଏ? ସେ କହିଲା, ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇ‌ସ୍‌ହାକ ତାଙ୍କୁ କହିଲେ, “ତୁମ୍ଭେ କିଏ?” ସେ ଉତ୍ତର ଦେଲେ, “ମୁଁ ତୁମ୍ଭର ପ୍ରଥମ ପୁତ୍ର ଏଷୌ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହାର ପିତା ଇସ୍‌ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହାର ପିତା ଇସ୍‍ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”