Genesis 27:33 — Compare Translations

5 translations compared side by side

Odia - 1840
"ଏହାପରେ ଇସ୍ହାକ ବହୁତ ବ୍ଯସ୍ତ ହେଲେ ଏବଂ କହିଲେ, ତବେେ ସିଏ କିଏ ଥିଲା। ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶିର୍ବାଦ କଲି। ବର୍ତ୍ତମାନ ମାରେଆଶୀର୍ବାଦ ଫରୋଇବା ପାଇଁ ଡ଼ରେି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍‍ହାକ ଅତିଶୟ କମ୍ପିତ ହୋଇ କହିଲେ, ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇ‌ସ୍‌ହାକ ବହୁତ ବ୍ୟସ୍ତ ହେଲେ ଏବଂ କହିଲେ, “ତେବେ ସିଏ କିଏ ଥିଲା, ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶୀର୍ବାଦ କଲି। ବର୍ତ୍ତମାନ ମୋର ଆଶୀର୍ବାଦ ଫେରାଇବା ପାଇଁ ଡେରି ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍‌ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍‍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”