Genesis 27:35 — Compare Translations

5 translations compared side by side

Odia - 1840
"ଇସ୍ହାକ କହିଲେ, ତୁମ୍ଭର ଭାଇ ମାେତେ ପ୍ରବଞ୍ଚନା କଲା। ସେ ଆସି ତୁମ୍ଭର ଆଶୀର୍ବାଦ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍‍ହାକ କହିଲେ, ତୁମ୍ଭର ଭ୍ରାତା ଆସି ବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌ସ୍‌ହାକ କହିଲେ, “ତୁମ୍ଭର ଭାଇ ମୋତେ ପ୍ରବଞ୍ଚନା କଲା। ସେ ଆସି ତୁମ୍ଭର ଆଶୀର୍ବାଦ ନେଇଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍‌ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍‍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”