Genesis 27:36 — Compare Translations
5 translations compared side by side
Odia - 1840
"ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏଷୌ କହିଲା, ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କଲା, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ହିଁ ହରଣ କଲା । ସେ ପୁନର୍ବାର କହିଲା, ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଏଷୌ କହିଲେ, “ତା’ର ନାମ ହେଲା ଯାକୁବ ତାହା କ’ଣ ଯଥାର୍ଥ ନୁହେଁ। ସେ ମୋତେ ଦୁଇଥର ପ୍ରବଞ୍ଚନା କଲା। ସେ ମୋର ଜ୍ୟେଷ୍ଠ ଅଧିକାର ଛଡ଼ାଇ ନେଲା। ଏବଂ ମୋର ଆଶୀର୍ବାଦ ନେଇଗଲା।” ଏହା ପରେ ଏଷୌ କହିଲେ, “ମୋ’ ପାଇଁ କିଛି ଆଶୀର୍ବାଦ ରଖିଛ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”