Genesis 27:38 — Compare Translations

5 translations compared side by side

Odia - 1840
"କିନ୍ତୁ ଏଷୌ କହିଲା, ମାେ ପିତା, ତୁମ୍ଭର କଣ ଗୋଟିଏ ଆଶୀର୍ବାଦ ଅଛି? ଆଶୀର୍ବାଦ କର ମାେତେ ମଧ୍ଯ, ପିତା। ଏବଂ ଏହା କରି ଏଷୌ ଜାରେ ରେ କାନ୍ଦିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ । ଏହା କହି ଏଷୌ ଉଚ୍ଚସ୍ଵରରେ କାନ୍ଦିବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏଷୌ କହିଲେ, “ମୋ’ ପିତା, ତୁମ୍ଭର କ’ଣ କେବଳ ଗୋଟିଏ ଆଶୀର୍ବାଦ ଅଛି? ଆଶୀର୍ବାଦ କର ମୋତେ ମଧ୍ୟ, ପିତା।” ଏବଂ ଏହା କହି ଏଷୌ ଜୋ‌ର୍‌ରେ କାନ୍ଦିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।