Genesis 27:39 — Compare Translations
5 translations compared side by side
Odia - 1840
"ତା'ପରେ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ ବାହା ରେ ବର୍ଷା ରେ ରହିବ ଏବଂ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇସ୍ହାକ ତାଙ୍କୁ କହିଲେ, “ତୁମ୍ଭେ ବାହାରରେ ବର୍ଷାରେ ରହିବ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।