Genesis 27:4 — Compare Translations

5 translations compared side by side

Odia - 1840
"ମୁଁ ଯେଉଁ ପିର ଖାଦ୍ୟକୁ ଭଲପାଏ ସହେିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମାେ ପାଇଁ ଆଣ। ତହିଁରେ ମାରେ ମୃତ୍ଯୁ ପୂର୍ବରୁ ତୁମ୍ଭକୁ ଆଶିର୍ବାଦ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଯେରୂପ ଭଲ ପାଏ, ସେରୂପ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେଉଁ ପରି ଖାଦ୍ୟକୁ ଭଲ ପାଏ ସେହିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ପାଇଁ ଆଣ। ତହିଁରେ ମୋର ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଯେଉଁପରି ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”