Genesis 27:40 — Compare Translations
5 translations compared side by side
Odia - 1840
"ତୁମ୍ଭେ ଖଡ୍ଗଜୀବି ଓ ଆପଣା ଭ୍ରାତାର ଦାସ ହବେ। କିନ୍ତୁ ତୁମ୍ଭେ ଯେତବେେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦବେ, ତବେେ ତୁମ୍ଭେ ମୁକ୍ତି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଖଡ଼୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ତାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଖଡ଼୍ଗଜୀବି ଓ ଆପଣା ଭ୍ରାତାର ଦାସ ହେବ। କିନ୍ତୁ ତୁମ୍ଭେ ଯେତେବେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦେବ, ତେବେ ତୁମ୍ଭେ ମୁକ୍ତି ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”