Genesis 27:41 — Compare Translations

5 translations compared side by side

Odia - 1840
"ଏହିପ୍ରକା ରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହତେୁରୁ ଏଷୌ ତାହା ପ୍ରତି ଇର୍ଷାଭାବ ବହି ଏବଂ ସେ ସ୍ଥିର କଲା, ମୁଁ ଅପେକ୍ଷା କରିବି ମାରେ ପିତାଙ୍କର ଶାେକର ସମୟ ବିତିବା ୟାଏ। ଏହାପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଦ୍ଧ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, ମୋହର ପିତୃଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
Jacob Leaves the Country ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ସେ ସ୍ଥିର କଲେ, “ମୁଁ ଅପେକ୍ଷା କରିବି ମୋର ପିତାଙ୍କର ଶୋକର ସମୟ ବିତିବା ଯାଏ। ଏହା ପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”