Genesis 27:42 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ବାକ୍ଯଗୁଡ଼ିକ ରିବିକାକୁ ଶୁଣା ୟାଇଥିଲା। ଏଷୌ ଯାକୁବକୁ ହତ୍ଯା କରିବାର ଯୋଜନା କରିଅଛି। ସେ ଯାକୁବକୁ ଡ଼ାକି କହିଲା, ଶୁଣ ତୁମ୍ଭର ଭାଇ ଏଷୌ ତୁମ୍ଭକୁ ମାରିବା ପାଇଁ ଯୋଜନା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବକୁ ଡକାଇ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ବାକ୍ୟଗୁଡ଼ିକ ରିବିକାକୁ ଶୁଣା ଯାଇଥିଲା। ଏଷୌ ଯାକୁବକୁ ହତ୍ୟା କରିବାର ଯୋଜନା କରିଅଛି। ସେ ଯାକୁବକୁ ଡାକି କହିଲେ, “ଶୁଣ ତୁମ୍ଭର ଭାଇ ଏଷୌ ତୁମ୍ଭକୁ ମାରିବା ପାଇଁ ଯୋଜନା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।