Genesis 27:43 — Compare Translations

5 translations compared side by side

Odia - 1840
"ତେଣୁ ହେ ମାରେ ପୁତ୍ର ମୁଁ ଯମେନ୍ତ କହୁଛି, ସହେିପରି କର। ମାରେଭ୍ରାତା ଲାବନ ହାରଣ ରେ ବାସ କରୁଛି। ତୁମ୍ଭେ ତା' ପାଖ ରେ ୟାଇ ଲୁଚ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ମୋର ପୁତ୍ର ମୁଁ ଯେମନ୍ତ କହୁଛି, ସେହିପରି କର। ମୋର ଭ୍ରାତା ଲାବନ ହାରଣରେ ବାସ କରୁଛି। ତୁମ୍ଭେ ତା’ ପାଖରେ ଯାଇ ଲୁଚ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।