Genesis 27:44 — Compare Translations

5 translations compared side by side

Odia - 1840
"ତାଙ୍କ ପାଖ ରେ ଅଳ୍ପ ସମୟ ପାଇଁ ରୁହ। ତୁମ୍ଭ ଭାଇର ରାଗ ଶାନ୍ତ ହବୋ ପର୍ୟ୍ଯନ୍ତ ତୁମ୍ଭେ ସଠାେରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ତ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି କାଳ ସେଠାରେ ଥାଅ;
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ପାଖରେ ଅଳ୍ପ ସମୟ ପାଇଁ ରୁହ। ତୁମ୍ଭ ଭାଇର ରାଗ ଶାନ୍ତ ହେବା ପର୍ଯ୍ୟନ୍ତ ତୁମ୍ଭେ ସେଠାରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;