Genesis 27:45 — Compare Translations

5 translations compared side by side

Odia - 1840
"କିଛି ସମୟପରେ ତୁମ୍ଭ ଭାଇ ଭୁଲିଯିବେ ତୁମ୍ଭେ ତାଙ୍କ ପ୍ରତି କ'ଣ କରିଥିଲ। ତା'ପରେ ମୁଁ ଚାକର ପଠାଇ ତୁମ୍ଭକୁ ନଇେ ଆସିବି। ମୁଁ ଏକାଦିନେ ଦୁଇ ଜଣକୁ ହରାଇବାକୁ ଚାହୁଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଏକଦିନରେ ତୁମ୍ଭ ଦୁଇଜଣଙ୍କୁ କାହିଁକି ହରାଇବି?
Odia Bible ERV 2004 (ପବିତ୍ର ବାଇବଲ)
କିଛି ସମୟ ପରେ ତୁମ୍ଭ ଭାଇ ଭୁଲିଯିବ ତୁମ୍ଭେ ତା’ ପ୍ରତି କ’ଣ କରିଥିଲ। ତା’ପରେ ମୁଁ ଗ୍ଭକର ପଠାଇ ତୁମ୍ଭକୁ ନେଇ ଆସିବି। ମୁଁ ଏକାଦିନେ ଦୁଇ ଜଣକୁ ହରାଇବାକୁ ଗ୍ଭହୁଁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”