Genesis 27:6 — Compare Translations

5 translations compared side by side

Odia - 1840
"ରିବିକା ତା'ର ପୁତ୍ର ଯାକୁବକୁ କହିଲେ, ଶୁଣ, ତୁମ୍ଭର ପିତା ଏଷୌକୁ କହିବାର କଥା ମୁଁ ଶୁଣିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରିବିକା ଆପଣା ପୁତ୍ର ଯାକୁବକୁ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି;
Odia Bible ERV 2004 (ପବିତ୍ର ବାଇବଲ)
ରିବିକା ତାଙ୍କର ପୁତ୍ର ଯାକୁବକୁ କହିଲେ, “ଶୁଣ, ତୁମ୍ଭର ପିତା ଏଷୌକୁ କହିବାର କଥା ମୁଁ ଶୁଣିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
Odia IRV 2017 (ଓଡିଆ ବାଇବେଲ)
ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,