Genesis 27:8 — Compare Translations
5 translations compared side by side
Odia - 1840
"ତେଣୁ ପୁତ୍ର, ମାରେ କଥା ଶୁଣ। ମୁଁ ଯେପରି କହୁଛି ସହେିପରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପୁତ୍ର, ମୋର କଥା ଶୁଣ। ମୁଁ ଯେପରି କହୁଛି ସେହିପରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।