Genesis 27:9 — Compare Translations

5 translations compared side by side

Odia - 1840
"ଆମ୍ଭର ଗୋଠରୁ ଦୁଇଟି ୟୁବା ଛଳେି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେରୂପ ଭଲ ପାʼନ୍ତି, ସେରୂପ ସୁସ୍ଵାଦୁ ଖାଦ୍ୟ ମୁଁ ରାନ୍ଧିଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଗୋଠରୁ ଦୁଇଟି ଯୁବା ଛେଳି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପା’ନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।