Genesis 28:11 — Compare Translations

5 translations compared side by side

Odia - 1840
"ଯାକୁବ ୟାତ୍ରା କରିଥିବା ସମୟରେ ସୂର୍ୟ୍ଯାସ୍ତ ହେଲା। ତେଣୁ ଯାକୁବ ରାତ୍ର ୟାପନ କରିବା ପାଇଁ ଏକ ସ୍ଥାନକୁ ଗଲେ। ଯାକୁବ ଏକ ପଥରଖଣ୍ଡ ପାଇଲେ, ସହେି ସ୍ଥାନ ରେ ପଥର ଉପରେ ମୁଣ୍ଡ ଦଇେ ସେ ଶୋଇ ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ଉତ୍ତରି ରାତ୍ରି କ୍ଷେପଣ କଲା; ପୁଣି ସେ ସେହି ସ୍ଥାନର ଖଣ୍ତିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଯାତ୍ରା କରିଥିବା ସମୟରେ ସୂର୍ଯ୍ୟାସ୍ତ ହେଲା। ତେଣୁ ଯାକୁବ ରାତ୍ରି ଯାପନ କରିବା ପାଇଁ ଏକ ସ୍ଥାନକୁ ଗଲେ। ଯାକୁବ ଏକ ପଥରଖଣ୍ଡ ପାଇଲେ, ସେହି ସ୍ଥାନରେ ପଥର ଉପରେ ମୁଣ୍ଡ ଦେଇ ସେ ଶୋଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।