Genesis 28:12 — Compare Translations
5 translations compared side by side
Odia - 1840
"ଯାକୁବ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ ଏକ ସିଡ଼ି ଭୂମିରୁ ସ୍ବର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ବରଙ୍କର ଦୂତଗଣ ସହେି ସିଢ଼ିଦଇେ ଚଢୁଛନ୍ତି ଓ ଓହ୍ଲାଉଛନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସ୍ଵପ୍ନ ଯୋଗେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି ଦେଖ, ତାହା ଦେଇ ପରମେଶ୍ଵରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ ଏକ ଶିଡ଼ି ଭୂମିରୁ ସ୍ୱର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ୱରଙ୍କର ଦୂତଗଣ ସେହି ଶିଡ଼ି ଦେଇ ଚଢୁଛନ୍ତି ଓ ଓହ୍ଲାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।