Genesis 28:13 — Compare Translations
5 translations compared side by side
Odia - 1840
"ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଦେଖିଲେ ସଦାପ୍ରଭୁ ସେହି ଶିଡ଼ି ପାଖରେ ଛିଡ଼ା ହୋଇଛନ୍ତି। ସଦାପ୍ରଭୁ କହୁଥିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ୱର, ମଧ୍ୟ ଇସ୍ହାକର ପରମେଶ୍ୱର। ତୁମ୍ଭେ ଶୋଇଥିବା ଭୂମି ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।