Genesis 28:14 — Compare Translations
5 translations compared side by side
Odia - 1840
"ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବହୁତ ବଂଶ ହେବେ। ତାହା ପୃଥିବୀର ଧୂଳି ପରି ଅସଂଖ୍ୟ ହେବେ। ସେମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ୟାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।