Genesis 28:15 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭ ସହିତ ଅଛି। ମୁଁ ତୁମ୍ଭକୁ ସବୁଠା ରେ ସୁରକ୍ଷା ଦବେି। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫରୋଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହବୋ ପର୍ୟ୍ଯନ୍ତ ଆମ୍ଭ ତୁମ୍ଭକୁ ଛାଡୁ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ଯାଏ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ତୁମ୍ଭକୁ ସବୁଠାରେ ସୁରକ୍ଷା ଦେବା। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫେରାଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଛାଡ଼ୁ ନାହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)