Genesis 28:16 — Compare Translations

5 translations compared side by side

Odia - 1840
"ଏହାପରେ ଯାକୁବ ନିଦ୍ରାରୁ ଉଠିଲା, ଏବଂ କହିଲେ, ମୁଁ ଜାଣେ ଯେ ସଦାପ୍ରଭୁ ଏହିଠା ରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠା ରେ ଥିଲେ ବୋଲି ଜାଣି ନଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ନିଦ୍ରାରୁ ଉଠିଲେ, ଏବଂ କହିଲେ, “ମୁଁ ଜାଣେ ଯେ ସଦାପ୍ରଭୁ ଏହିଠାରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠାରେ ଥିଲେ ବୋଲି ଜାଣି ନ ଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”