Genesis 28:17 — Compare Translations
5 translations compared side by side
Odia - 1840
"ଯାକୁବ ଭୟ କଲେ ଓ ସେ କହିଲେ, ଏହିସ୍ଥାନ ଭୟାନକ ଅଟେ। ଏହା ପରମେଶ୍ବରଙ୍କର ପବିତ୍ର ଗୃହ ଅଟେ। ଏହି ସ୍ଥାନ ହେଉଛି ସ୍ବର୍ଗର ଦ୍ବାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଭୀତ ହୋଇ ଆହୁରି କହିଲା, ଏ କିପରି ଭୟାନକ ସ୍ଥାନଣ! ଏ ତ ନିତା; ପରମେଶ୍ଵରଙ୍କର ଗୃହ, ଏହି ତ ସ୍ଵର୍ଗର ଦ୍ଵାର ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଭୟ କଲେ ଓ ସେ କହିଲେ, “ଏହି ସ୍ଥାନ ଭୟାନକ ଅଟେ। ଏହା ପରମେଶ୍ୱରଙ୍କର ପବିତ୍ର ଗୃହ ଅଟେ। ଏହି ସ୍ଥାନ ହେଉଛି ସ୍ୱର୍ଗର ଦ୍ୱାର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”