Genesis 28:18 — Compare Translations
5 translations compared side by side
Odia - 1840
"ଯାକୁବ ପ୍ରତ୍ଯୁଷରୁ ଉଠିଲେ। ଯେଉଁ ପ୍ରସ୍ଥର ମୁଣ୍ଡତଳେ ଦଇେଥିଲେ, ତାହା ନଇେ ସ୍ତମ୍ଭରୂପେ ସ୍ଥାପନ କଲେ। ଏହାପରେ ସେ ତା' ଉପରେ ତୈଳ ଢ଼ାଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ପ୍ରତ୍ୟୁଷରୁ ଉଠିଲେ। ଯେଉଁ ପ୍ରସ୍ଥର ମୁଣ୍ଡତଳେ ଦେଇଥିଲେ, ତାହା ନେଇ ସ୍ତମ୍ଭରୂପେ ସ୍ଥାପନ କଲେ। ଏହା ପରେ ସେ ତା’ ଉପରେ ତୈଳ ଢାଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।