Genesis 28:19 — Compare Translations

5 translations compared side by side

Odia - 1840
"ସହେି ସ୍ଥାନର ନାମ ଥିଲା ଲୂସ୍ କିନ୍ତୁ ଯାକୁବ ସହେି ସ୍ଥାନର ନାମ ଦେଲେ ବୌଥଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସ୍ଥାନର ନାମ ବୈଥେଲ (ପରମେଶ୍ଵରଙ୍କ ଗୃହ) ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନର ନାମ ଥିଲା “ଲୂସ୍” କିନ୍ତୁ ଯାକୁବ ସେହି ସ୍ଥାନର ନାମ ଦେଲେ “ବୈଥେଲ୍”।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।