Genesis 28:2 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭେ ଏସ୍ଥାନ ଛାଡ଼ି ପଦ୍ଦନ ଅରାମକୁ ୟାଅ। ନିଜ ମାତାର ପରବାରକୁ ୟାଇ ବଥୂଯଲରେ ଗୁହକୁ ଯଇେ ସଠାେରେ ନିଜର ମାମୁଁ ଲାବନର କୌଣସି କନ୍ଯାକୁ ବିବାହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ପଦ୍ଦନ୍ ଅରାମରେ ଆପଣା ମାତାମହ ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାତୁଳ ଲାବନର କୌଣସି କନ୍ୟାକୁ ବିବାହ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଏ ସ୍ଥାନ ଛାଡ଼ି ପଦ୍ଦନ୍ ଅରାମକୁ ଯାଅ। ନିଜ ମାତାର ପରିବାରକୁ ଯାଇ, ବଥୂୟେଲର ଗୁହକୁ ଯାଇ ସେଠାରେ ନିଜର ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
Odia IRV 2017 (ଓଡିଆ ବାଇବେଲ)
ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।