Genesis 28:20 — Compare Translations

5 translations compared side by side

Odia - 1840
"ଏହାପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, ଯଦି ପରମେଶ୍ବର ମାେ ସହିତ ରହିବେ, ଯଦି ଏହି ୟାତ୍ରା ରେ ପରମେଶ୍ବର ମାରେ ସହାୟ ହବେେ, ଯଦି ପରମେଶ୍ବର ମାେତେ ଖାଦ୍ୟ ବସ୍ତ୍ର ଯୋଗଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାକୁବ ମାନତ କରି କହିଲା, ଯେବେ ପରମେଶ୍ଵର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, “ଯଦି ପରମେଶ୍ୱର ମୋ’ ସହିତ ରହିବେ, ଯଦି ଏହି ଯାତ୍ରାରେ ପରମେଶ୍ୱର ମୋର ସହାୟ ହେବେ, ଯଦି ପରମେଶ୍ୱର ମୋତେ ଖାଦ୍ୟ ବସ୍ତ୍ର ଯୋଗାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,